ଭୁବନେଶ୍ୱର,୨୨/୫ : 5-T ସଚିବ ଭି.କେ ପାଣ୍ଡିଆନ୍ଙ୍କୁ ସମ୍ମାନଜନକ ପ୍ରେସିଡେଣ୍ଟ ଆଓ୍ୱାର୍ଡ ; ଅନ୍ତର୍ଜାତୀୟ ହକି ଫେଡରେସନ୍ (FIH) ପକ୍ଷରୁ ଏହି ପୁରସ୍କାର ପ୍ରଦାନ କରାଯାଇଛି, ହକିର ପ୍ରଚାର ପ୍ରସାର ଦିଗରେ ତାଙ୍କର ଉଲ୍ଲେଖନୀୟ ଅବଦାନ ନେଇ ଏହି ସମ୍ମାନଜନକ ପୁରସ୍କାର ପ୍ରଦାନ କରାଯାଇଛି
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |