କଟକ ,୧୯/୧୦: ମୂର୍ତ୍ତିର ଉଚ୍ଚତାକୁ ନେଇ ଲାଗି ରହିଥିବା ବିବାଦର ଅନ୍ତ ଘଟିଛି । ୪ ଫୁଟର ଉଚ୍ଚ ମୂର୍ତ୍ତି ପୂଜା ପାଇଁ ଅନୁମତି ଦେଇଛନ୍ତି ହାଇକୋର୍ଟ | ତେବେ ପ୍ରଶାସନ ଏହି ପୂଜା କମିଟିର ମୂର୍ତ୍ତି ବିସର୍ଜନ କରିବା ନେଇ ଅଦାଲତ ସର୍ତ୍ତ ରଖିଛନ୍ତି । କୋଭିଡ ଗାଇଡଲାଇନ୍ ମାନି ପୂଜା କମିଟି ପୂଜା କରିବେ । ଭସାଣୀ କିଭଳି ହେବ, ତାହା ରାଜ୍ୟ ସରକାର ନିଷ୍ପତ୍ତି ନେବେ |
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |
SUPPORT US