49

ରାଜଧାନୀରୁ ଚିହ୍ନଟ ହେଲେ ୧୮୨ କାରୋନା ଆକ୍ରାନ୍ତ

ଭୁବନେଶ୍ୱର, ୨୪/୧୦: ରାଜ୍ୟରେ ହୁ ହୁ ହୋଇ କାରୋନା ଆକ୍ରାନ୍ତ ଙ୍କ ସଂଖ୍ୟା ବଢିବାରେ ଲାଗିଛି । ଆଜି ରାଜଧାନୀ ଭୁବନେଶ୍ୱରରୁ ୧୮୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାସହ ରାଜଧାନୀରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୮୪୮୧ରେ ପହଞ୍ଚିଛି । ଚିହ୍ନଟ ଆକ୍ରାନ୍ତ ଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରେ ୪୪ ଜଣ ରହିଥିବା ବେଳେ ୧୩୮ ଜଣ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!