46

ସାମ୍‌ସଙ୍ଗ୍‌ ଇଲେକ୍ଟ୍ରୋନିକ୍ସ ଚେୟାରମ୍ୟାନ୍ ଙ୍କ ଦେହାନ୍ତ

ସିଓଲ: ସାମ୍‌ସଙ୍ଗ୍‌ ଇଲେକ୍ଟ୍ରୋନିକ୍ସର ଅଧ୍ୟକ୍ଷ(ଚେୟାରମ୍ୟାନ୍‌) ଲି କୁନ୍‌-ହିଙ୍କ ପରଲୋକ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୭୮ ବର୍ଷ ବୟସ ହୋଇଥିଲା । ଏ ନେଇ କମ୍ପାନୀ ପକ୍ଷରୁ ସୂଚନା ଦିଆଯାଇଛି । ରବିବାର ଦିନ ତାଙ୍କର ଦେହାନ୍ତ ହୋଇଛି । ୨୦୧୪ ମସିହାରେ ଦୃଦ୍‌ଘାତ ହେବାପରେ ତାଙ୍କର ସର୍ଜରୀ ହୋଇଥିଲା ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!