52

କରୋନା ରେ ଆକ୍ରାନ୍ତ ହେଲେ ଇସ୍ପାତ ଏବଂ ଖଣି ମନ୍ତ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକ

ଭୁବନେଶ୍ଵର :ରାଜ୍ୟରେ ହୁ ହୁ ହୋଇ କାରୋନା ଆକ୍ରାନ୍ତ ଙ୍କ ସଂଖ୍ୟା ବଢିବାରେ ଲାଗିଛି । ଓଡ଼ିଶାର ଆଉ ଜଣେ ମନ୍ତ୍ରୀ କରୋନା ରେ ଆକ୍ରାନ୍ତ ହୋଇଛନ୍ତି । ପୂର୍ତ୍ତ, ଇସ୍ପାତ ଏବଂ ଖଣି ମନ୍ତ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକଙ୍କର ରିପୋର୍ଟ ପଜିଟିଭ୍ ଆସିବା ପରେ ଏନେଇ ସେ ସୂଚନା ଦେଇଛନ୍ତି । ଗତ କିଛି ଦିନ ମଧ୍ୟରେ ତାଙ୍କ ସହ ଯୋଗାଯୋଗରେ ଆସିଥିବା ଲୋକଙ୍କୁ କରୋନା ପରୀକ୍ଷା କରି ସଙ୍ଗରୋଧରେ ରହିବାକୁ ମନ୍ତ୍ରୀ ଅନୁରୋଧ କରିଛନ୍ତି ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!