60

ସିଂହଦ୍ବାର ସମ୍ମୁଖରେ ଜାରି ହେବ ୧୪୪

ପୁରୀ, ୨୫ ।୧୦  : କୋଭିଡ କଟକଣା ନେଇ ସିଂହଦ୍ବାର ସମ୍ମୁଖରେ ଜାରି ହେବ ୧୪୪ ଧାରା । ଶ୍ରୀକ୍ଷେତ୍ରରେ ୨୭ରେ ବିନା ଶ୍ରଦ୍ଧାଳୁରେ ଶ୍ରୀମନ୍ଦିର ସମ୍ମୁଖରେ ହେବ ଗୋଷାଣୀ ମେଳଣ । ମହାଦୀପ ଉଠିବା ପରେ ଗୋଟିଏ ଲେଖାଏଁ ମେଢ ବିସର୍ଜନ ପାଇଁ ଯିବେ ।ମଙ୍ଗଳାଘାଟରେ ଅସ୍ଥାୟୀ ପୁଷ୍କରିଣୀରେ ବିସର୍ଜନ କରାଯିବ । ଏନେଇ ଉପଜିଲ୍ଲାପାଳ ଭବତାରଣ ସାହୁ ସୂଚନା ଦେଇଛନ୍ତି ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!