64

ଏୟାର ଇଣ୍ଡିଆ ବିମାନ ଉଡ଼ାଣ ଉପରେ ପ୍ରତିବନ୍ଧକ

ମୁମ୍ବାଇ,୨୮/୧୦: ନଭେମ୍ବର ୧୦ପର୍ଯ୍ୟନ୍ତ ଏୟାର ଇଣ୍ଡିଆ ବିମାନ ଉଡ଼ାଣ ଉପରେ ପ୍ରତିବନ୍ଧକ ଲଗାଇଛନ୍ତି ହଂକଂ ସରକାର | ଚତୁର୍ଥ ଥର ପାଇଁ  ଏହା ଉପରେ ପ୍ରତିବନ୍ଧକ ଲଗାଇଥିବା ନେଇ ପିଟିଆଇରେ ଖବର ପ୍ରକାଶ ପାଇଛି । ବିମାନରେ ଥିବା କିଛି ଯାତ୍ରୀ କରୋନା ଆକ୍ରାନ୍ତ ଥିବା ଜଣା ପଡିବା ପରେ ହଂକଂ ସରକାର ଏହି ନିଷ୍ପତି ନେଇଛନ୍ତି |

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!