42

ନକଲି ସୁନା ଇଟା ଦେଇ ୫ ଲକ୍ଷ ଟଙ୍କା ହଡ଼ପ

ଚୌଦ୍ୱାର: ନକଲି ସୁନା ଇଟା ଦେଇ ବ୍ୟବସାୟୀଙ୍କଠାରୁ ୫ ଲକ୍ଷ ଟଙ୍କା ହଡ଼ପ ଅଭିଯୋଗ। ଏହି ଘଟଣାରେ ପୋଲିସ୍‌ ୨ଜଣ ବ୍ୟକ୍ତିଙ୍କୁ ଗିରଫ କରିଛି। କଟକ ଜିଲ୍ଲା ଚୌଦ୍ୱାର ଅଞ୍ଚଳରେ ଏହି ଘଟଣା ଘଟିଛି। ଗିରଫ ଦ୍ୱୟ ହେଲେ- ଚୌଦ୍ୱାର ତଳ ବଜାରର ବିଜୟ ବେହେରା ଏବଂ ଓଟିଏମ୍ କଲୋନୀରେ ରହୁଥିବା ସଂଗ୍ରାମ ମହନ୍ତ। ସେମାନଙ୍କ ନିକଟରୁ ନଗଦ ୧ଲକ୍ଷ ୪୫ହଜାର ଟଙ୍କା, ୯ ଶହ ଗ୍ରାମ ଓଜନର ଏକ ନକଲି ସୁନା ଇଟା ଓ ୨ଟି ମୋବାଇଲ ଫୋନ୍ ଜବତ କରାଯାଇଛି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!