41

ଗୁଜରାଟର ପୂର୍ବତନ ମୁଖ୍ୟମନ୍ତ୍ରୀ କେଶୁଭାଇ ପଟେଲଙ୍କ ଦେହାନ୍ତ

ନୂଆଦିଲ୍ଲୀ,୨୯ /୧୦ : ଗୁଜରାଟର ପୂର୍ବତନ ମୁଖ୍ୟମନ୍ତ୍ରୀ କେଶୁଭାଇ ପଟେଲଙ୍କ ଦେହାନ୍ତ ହୋଇଛି । ମୃତ୍ୟୁ ବେଳକୁ କେଶୁଭାଇଙ୍କୁ ୯୨ ବର୍ଷ ବୟସ ହୋଇଥିଲା । ଗୁରୁବାର ସକାଳେ ଶ୍ବାସକ୍ରିୟାରେ କଷ୍ଟ ଯୋଗୁଁ ଅହମଦାବାଦର ଏକ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ । ସେଠାରେ ତାଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି । ସେ ଗୁଜରାଟର ମୁଖ୍ୟମନ୍ତ୍ରୀ ଭାବେ ୨ ଥର ଦାୟିତ୍ବ ତୁଲାଇଥିଲେ ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!