38

ଗୁଜୁରାଟର ପୂର୍ବତନ ମୁଖ୍ୟମନ୍ତ୍ରୀ କେଶୁଭାଇ ପଟେଲଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ନୂଆଦିଲ୍ଲୀ,୩୦/୧୦:ଗୁଜୁରାଟର ପୂର୍ବତନ ମୁଖ୍ୟମନ୍ତ୍ରୀ କେଶୁଭାଇ ପଟେଲଙ୍କୁ ଶ୍ରଦ୍ଧାଞ୍ଜଳି ଦେବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶୁକ୍ରବାର ସକାଳେ ଗାନ୍ଧିନଗରରେ ପହଞ୍ଚିଥିଲେ। ପ୍ରଧାନମନ୍ତ୍ରୀ ମୋଦୀ ପ୍ରଥମେ କେଶୁଭାଇ ପଟେଲଙ୍କ ଘରେ ପହଞ୍ଚି ଶ୍ରଦ୍ଧାଞ୍ଜଳି ଦେଇଥିଲେ । ଶ୍ରଦ୍ଧାଞ୍ଜଳି ଦେବା ସହ ନିଜ ଦୁଇ ଦିନିଆ ଗସ୍ତର ପ୍ରଧାନମନ୍ତ୍ରୀ ମୋଦୀ ଅନେକ ଯୋଜନାର ଉଦଘାଟନ କରିବେ ବୋଲି ଜଣା ପଡ଼ିଛି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!