ନୂଆଦିଲ୍ଲୀ,୩୦/୧୦:ଗୁଜୁରାଟର ପୂର୍ବତନ ମୁଖ୍ୟମନ୍ତ୍ରୀ କେଶୁଭାଇ ପଟେଲଙ୍କୁ ଶ୍ରଦ୍ଧାଞ୍ଜଳି ଦେବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶୁକ୍ରବାର ସକାଳେ ଗାନ୍ଧିନଗରରେ ପହଞ୍ଚିଥିଲେ। ପ୍ରଧାନମନ୍ତ୍ରୀ ମୋଦୀ ପ୍ରଥମେ କେଶୁଭାଇ ପଟେଲଙ୍କ ଘରେ ପହଞ୍ଚି ଶ୍ରଦ୍ଧାଞ୍ଜଳି ଦେଇଥିଲେ । ଶ୍ରଦ୍ଧାଞ୍ଜଳି ଦେବା ସହ ନିଜ ଦୁଇ ଦିନିଆ ଗସ୍ତର ପ୍ରଧାନମନ୍ତ୍ରୀ ମୋଦୀ ଅନେକ ଯୋଜନାର ଉଦଘାଟନ କରିବେ ବୋଲି ଜଣା ପଡ଼ିଛି।
#WATCH: PM Narendra Modi pays last tribute to Keshubhai Patel, Former Chief Minister of Gujarat, at the latter’s residence in Gandhinagar.
Keshubhai Patel passed away yesterday. pic.twitter.com/opkQeCzHpr
— ANI (@ANI) October 30, 2020
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |