37

ନଭେମ୍ବର ୧୬ରେ ଖୋଲିବ ସ୍କୁଲ

ଭୁବନେଶ୍ୱର ୩୧/୧୦:ରାଜ୍ୟରେ ଖୋଲିବ ସ୍କୁଲ । ଅନଲକ୍- ୬ ଗାଇଡଲାଇନ୍ ଅନୁସାରେ ନଭେମ୍ବର ୧୬ରୁ ଖୋଲିବ ସ୍କୁଲ । ନବମରୁ ଦ୍ବାଦଶ ଶ୍ରେଣୀ ଯାଏ ସ୍କୁଲ ଖୋଲିବ । ତେବେ ନଭେମ୍ବର ୩୦ ତାରିଖ ଯାଏ ଅନ୍ୟ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରହିବ ବୋଲି ନିର୍ଦ୍ଦେଶନାମା ଜାରି ରହିଛି । ଏନେଇ ବିଦ୍ୟାଳୟ ଓ ଗଣ ଶିକ୍ଷା ବିଭାଗ ପକ୍ଷରୁ ଏସଓପି ଜାରି ହେବ । ତେବେ ଏହି ନିର୍ଦ୍ଦେଶନାମା ଅନୁସାରେ କଣ୍ଟେନମେଣ୍ଟ ଜୋନରେ ଲକ୍ ଡାଉନ୍ ଜାରି ରହିବ ବୋଲି ଏଥିରେ ଉଲ୍ଲେଖ ରହିଛି ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!