61

ରାଜ୍ୟରେ ୧୨୦୧ କରୋନା ଆକ୍ରାନ୍ତଙ୍କ ଚିହ୍ନଟ

ଭୁବନେଶ୍ବର ,୦୩/ ୧୧: ରାଜ୍ୟରେ ହୁ ହୁ ହୋଇ କରୋନା ଆକ୍ରାନ୍ତ ଙ୍କ ସଂଖ୍ୟା ବଢିବାରେ ଲାଗିଛି । ଆଜି ରାଜ୍ୟରେ ୧୨୦୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୯୪୪୧୫ରେ ପହଞ୍ଚିଛି । ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୪୯ଜଣ, ବାଲେଶ୍ୱର ଜିଲ୍ଲାରୁ ୪୮ଜଣ, ବରଗଡ଼ ଜିଲ୍ଲାରୁ ୫୮ଜଣ, ଭଦ୍ରକ ଜିଲ୍ଲାରୁ ୨୭ଜଣ, ବଲାଙ୍ଗୀର ଜିଲ୍ଲାରୁ ୫୨ଜଣ, ବୌଦ୍ଧ ଜିଲ୍ଲାରୁ ୮ଜଣ, କଟକ ଜିଲ୍ଲାରୁ ୬୯ଜଣ, ଦେଓଗଡ଼ ଜିଲ୍ଲାରୁ ୫ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୪ଜଣ, ଗଜପତି ଜିଲ୍ଲାରୁ ୨ଜଣ, ଗଞ୍ଜାମ ଜିଲ୍ଲାରୁ ୬୧ଜଣ, ଜଗତସିଂହପୁର ଜିଲ୍ଲାରୁ ୭୩ଜଣ, ଯାଜପୁର ଜିଲ୍ଲାରୁ ୨୮ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୩୫ଜଣ, କଳାହାଣ୍ଡି ଜିଲ୍ଲାରୁ ୨୬ଜଣ, କନ୍ଧମାଳ ଜିଲ୍ଲାରୁ ୯ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୪୩ଜଣ, କେନ୍ଦୁଝର ଜିଲ୍ଲାରୁ ୩୨ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୩୨ଜଣ, କୋରାପୁଟ ଜିଲ୍ଲାରୁ ୨୮ଜଣ, ମାଲକାନଗିରି ଜିଲ୍ଲାରୁ ୩୦ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୭୩ଜଣ, ନବରଙ୍ଗପୁର ଜିଲ୍ଲାରୁ ୨୪ଜଣ, ନୟାଗଡ଼ ଜିଲ୍ଲାରୁ ୧୪ଜଣ, ନୂଆପଡ଼ା ଜିଲ୍ଲାରୁ ୫୭ଜଣ, ପୁରୀ ଜିଲ୍ଲାରୁ ୪୩ଜଣ, ରାୟଗଡ଼ା ଜିଲ୍ଲାରୁ ୧୫ଜଣ, ସମ୍ବଲପୁର ଜିଲ୍ଲାରୁ ୩୧ଜଣ, ସୋନପୁର ଜିଲ୍ଲାରୁ ୨୪ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୬୭ଜଣ, ଷ୍ଟେଟ ପୁଲ୍‌ରୁ ୨୪ଜଣ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!