ଭୁବନେଶ୍ବର:ନଭେମ୍ବର ୧୬ରେ ପ୍ରକାଶ ପାଇବ ଏକକ ପିଜି ନାମଲେଖା ମେରିଟ ଲିଷ୍ଟ । ଏହାଛଡ଼ା ଡିସେମ୍ବର ୧୦ ସୁଦ୍ଧା ପିଜି ନାମଲେଖା ଶେଷ ହେବ ବୋଲି ରାଜ୍ୟ ସରକାରଙ୍କ ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |