39

ଗୃହ ୩ଟା ଯାଏଁ ମୁଲତବୀ

ଭୁବନେଶ୍ୱର,୨୧ ।୧୧  : ବିଧାନସଭାରେ ସ୍କୁଲ ବନ୍ଦ ପ୍ରସଙ୍ଗକୁ ନେଇ ହଙ୍ଗାମା ହୋଇଛି । ଗୃହରେ ବିଜେପି ଓ କଂଗ୍ରେସ ସଭ୍ୟ ପ୍ରତିବାଦ କରିଛନ୍ତି । ଆଳେଶଚନା ସହ ସର୍ବଦଳୀୟ ବୈଠକ ଦାବି କରିଛନ୍ତି ନରସିଂହ ମିଶ୍ର । ସବୁ କାର୍ଯ୍ୟକ୍ରମ ବାତିଲ କରି ବୈଠକ ଡାକନ୍ତୁ ବୋଲି ପ୍ରଦୀପ୍ତ ନାଏକ କହିଛନ୍ତି ।ତେବେ ହଟ୍ଟଗୋଳ ଯୋଗୁଁ ଅପରାହ୍ନ ୩ଟା ଯାଏଁ ଗୃହକୁ ମୁଲତବୀ କରିଛନ୍ତି ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!