41

ରାଜଧାନୀରେ ଚିହ୍ନଟ ହେଲେ ୪୬ କରୋନା ଆକ୍ରାନ୍ତ

ଭୁବନେଶ୍ଵର, ୨୧/୧୧:  ରାଜଧାନୀ ଭୁବେନଶ୍ଵରରେ କରୋନା ସଂକ୍ରମଣ ହ୍ରାସ ପାଇବାରେ ଲାଗିଛି । ୨୪ ଘଣ୍ଟାରେ ରାଜଧାନୀରେ ଆଉ ୪୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଆଜି ଚିହ୍ନଟ ୪୬ ଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୧୦ ଜଣ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣ ସଂଖ୍ୟା ୩୬ ରହିଛି । ଏ ନେଇ ଭୁବନେଶ୍ଵର ମହାନଗର ନିଗମ ଟ୍ଵିଟ୍ ଯୋଗେ ସୂଚନା ଦେଇଛନ୍ତି ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!