50

ଆଜିଠାରୁ ଖୋଲିବ ମେଡିକାଲ କଲେଜ

ଭୁବନେଶ୍ୱର: କରୋନା କଟକଣା ଭିତରେ କଲେଜ ଖୋଲାଯିବ।  କୋଭିଡ୍ ଗାଇଡଲାଇନ ଭିତରେ ଆଜିଠାରୁ ଖୋଲିବ ରାଜ୍ୟର ସମସ୍ତ ମେଡିକାଲ କଲେଜ। କରୋନା ପରଠାରୁ ସମସ୍ତ ସ୍କୁଲ, କଲେଜ୍‌ ବନ୍ଦ ଥିବା ବେଳେ ଛାତ୍ରଛାତ୍ରୀଙ୍କ ପାଠପଢ଼ା ପାଇଁ ମେଡିକାଲ କଲେଜ ଖୋଲିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି।  ମାସ୍କ, ସାନିଟାଇଜର୍, ସାମାଜିକ ଦୂରତାକୁ ମାନି କଲେଜ ଚାଲିବ ବୋଲି ପୂର୍ବରୁ ସୂଚନା ଦେଇଥିଲେ ସ୍ୱାସ୍ଥ୍ୟ ମନ୍ତ୍ରୀ ନବ ଦାସ। ତେବେ କିଛି ଦିନ ତଳେ ମେଡିକାଲ୍ କଲେଜ ଖୋଲିବା ନେଇ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଏକ ନିର୍ଦ୍ଦେଶନାମା ମଧ୍ୟ ଜାରି ହୋଇସାରିଛି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!