58

୨୪ ଘଣ୍ଟାରେ ଦେଶରେ ୩୫ ହଜାର ୫୫୧ ନୂଆ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ,୩/୧୨: ଦେଶରେ ହୁ ହୁ ହୋଇ କରୋନା ଆକ୍ରାନ୍ତ ଙ୍କ ସଂଖ୍ୟା ବଢିବାରେ ଲାଗିଛି । ଦେଶରେ କୋରୋନା ମୃତ୍ୟୁ ସଂଖ୍ୟା ୧ଲକ୍ଷ ୩୮ ହଜାର ୬୪୮କୁ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୩୫ ହଜାର ୫୫୧ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୫୨୬ ଜଣଙ୍କ ମୃତ୍ୟୁ ହୋଇଛି । ସେହିପରି ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ୯୫ ଲକ୍ଷ ୩୪ ହଜାର ୯୬୫ କୁ ବୃଦ୍ଧି ପାଇଛି ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!