କଟକ୪/୧୨: ଡିସେମ୍ବର ମାସର ସମସ୍ତ ଶନିବାର ଦିନ ଓଡିଶାର ସମସ୍ତ ଅଦାଲତ ବନ୍ଦ ରହିବ। ଓଡ଼ିଶା ହାଇକୋର୍ଟ ପକ୍ଷରୁ ଜାରି ଏକ ବିଜ୍ଞପ୍ତିରେ ଏହି ନିର୍ଦେଶ ଦିଆଯାଇଛି । ବିଜ୍ଞପ୍ତି ଅନୁଯାୟୀ ହାଇକୋର୍ଟ ଏବଂ ଏହାର କାର୍ଯ୍ୟାଳୟ ତଥା ସବ-ଅର୍ଡିନେଟ କୋର୍ଟ, ଟ୍ରିବ୍ୟୁନାଲ ଏବଂ ସେମାନଙ୍କ କାର୍ଯ୍ୟାଳୟ ଡିସେମ୍ବର ମାସରେ ଶନିବାର ଦିନ ବନ୍ଦ ରହିବ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |