46

ସେରମ୍ ଇନଷ୍ଟିଚ୍ୟୁଟରେ ଲାଗିଲା ନିଆଁ

ପୁଣେ,୨୧ ।୧: ପୁଣେସ୍ଥିତ ସେରମ ଇନଷ୍ଟିଚ୍ୟୁଟ ବିଲ୍ଡିଂରେ ଲାଗିଗଲା ନିଆଁ । ବିଲ୍ଡିଂର ୨ୟ ମହାଲାରେ ଲାଗିଛି ଏହି ନିଆଁ । ବିସିଜି ଟିକା ପ୍ରସ୍ତୁତ ହେଉଥିବା ବେଳେ ଘଟିଛି ଅଗ୍ନିକାଣ୍ଡ । ସେରମ ଇନଷ୍ଟିଚ୍ୟୁଟରେ ପ୍ରସ୍ତୁତ ହେଉଛି କରୋନା ଟିକା । ଇନଷ୍ଟିଚ୍ୟୁଟର ନୂଆ ପ୍ଲାଣ୍ଟରେ ଏହି ଅଗ୍ନିକାଣ୍ଡ ହୋଇଥିବା ସୂଚନା ମିଳିଛି । ଦମକଳ ବିଭାଗର ୮ଟି ଗାଡି ନିଆଁ ଲିଭା କାର୍ଯ୍ୟରେ ନିୟୋଜିତ ହୋଇଛନ୍ତି ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!