39

ତିନିମୁହାଣିଛକରେ ପୋଲିସ ଓ ବିଜେପି କର୍ମୀଙ୍କ ମଧ୍ୟରେ ମୁହାଁମୁହିଁ

କେନ୍ଦ୍ରାପଡା, ୨୩/୧- ଟାଉନ ଥାନା ପୋଲିସ ପକ୍ଷରୁ ତିନିମୁହାଣିଛକରେ ସନ୍ଧ୍ୟାରେ ହେଲମେଟ ଚେକିଂ ହେଉଥିବା ବେଳେ ଭିତରକନିକାକୁ ଗସ୍ତରେ ଯାଉଥିବା କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ସ୍ୱାଗତ କରିବାକୁ ସେଠାରେ ବିଜେପି କର୍ମୀମାନେ ପହଁଚି ଥିଲେ । ଏଭଳିକି ହେଲମେଟ ନଥିବା ବାଇକ ଚାଳକଙ୍କ ଠାରୁ ପୋଲିସ ଫାଇନ ଆଦାୟ କରୁଥିଲା । ସେଠାରେ ପୋଲିସ ଓ ବିଜେପିକର୍ମୀଙ୍କ ମଧ୍ୟରେ ମୁହାଁମୁହିଁ ପରିସ୍ଥିତି ଉପୁଜିଥିବାର ଦେଖିବାକୁ ମିଳିଥିଲା । ଶେଷରେ ପୋଲିସ ବାଧ୍ୟ ହୋଇ ସେଠାରେ ହେଲମେଟ ଚେକିଂକୁ ବନ୍ଦ କରିଦେଇଥିବାର ଦେଖିବାକୁ ମିଳିଥିଲା । ବିଜେପି କର୍ମୀଙ୍କ ଏଭଳି କାର୍ଯ୍ୟକୁ ସାଧାରଣରେ ନାପସନ୍ଦ କରାଯାଇଛି ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!