ଆସନ୍ତା ୬ରୁ ଅନଲାଇନ୍ ମାଧ୍ୟମରେ ହବିଷ୍ୟାଳୀ ଆବେଦନ

ଭୁବନେଶ୍ୱର,୪।୧୦:ଆଶ୍ୱିନ୍ୟ ମାସ ଶୁକ୍ଳ ପକ୍ଷ ଏକାଦଶ ତିଥିରୁ ଶ୍ରୀମନ୍ଦିରରେ କାର୍ତ୍ତିକ ବ୍ରତ ଆରମ୍ଭ ହୋଇଥାଏ। ହଜାର ହଜାର ହବିଷ୍ୟାଳୀ ଶ୍ରୀମନ୍ଦିରରେମହାପ୍ରଭୁଙ୍କର ରାଧାଦାମୋଦର…

ଗଡ଼ିଲା ଯାଜପୁରର ଅଧିଷ୍ଠାତ୍ରୀ ଦେବୀ ମା’ ବିରଜାଙ୍କ ସିଂହଧ୍ଵଜ ରଥ

ଭୁବନେଶ୍ୱର,୪।୧୦: ଆଶ୍ୱିନ ମାସ ୨୮ ଦିନ ପ୍ରତିପଦା ତିଥି ଗୁରୁବାର ଦିନ ରାତ୍ରନଅ ଘଟିକା କୋଡିଏ ମିନିଟ ସମୟରେ ଭକ୍ତ ମାନଙ୍କ ଦ୍ୱାରା…

RI-ଅମିନ ପରୀକ୍ଷା ବିଭ୍ରାଟ

ଭୁବନେଶ୍ୱର,୩ା୧୦: ରାଜ୍ୟରେ ଚାଲିଛି ଆରଆଇ ଓ ଅମିନ ପରୀକ୍ଷା।  ପରୀକ୍ଷାରେ ଅନିୟମିତତା ହେଉଥିବା ଅଭିଯୋଗ କରିଛନ୍ତି ଚାକିରି ଆଶାୟୀ। ଲକ୍ଷ ଲକ୍ଷ ପିଲାଙ୍କ…

ନଭେମ୍ବର ୩ରୁ ଓଜେଏସ୍‌ ମେନ୍‌

ଭୁବନେଶ୍ୱର,୩ା୧:ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍‌ସିି) ପକ୍ଷରୁ ଓଡ଼ିଶା ନ୍ୟାୟିକ ସେବା (ଓଜେଏସ୍‌)-୨୦୨୩ ମେନ୍‌ ପରୀକ୍ଷା ତାରିଖ ଘୋଷଣା କରାଯାଇଛି। ପ୍ରିଲିମିନାରି ପରୀକ୍ଷାରେ…

ଉତ୍କର୍ଷ ଓଡ଼ିଶା କନକ୍ଲେଭ୍ ପାଇଁ ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩।୧୦  :ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ୨ଦିନିିଆ ନୂଆଦିଲ୍ଲୀ ଗସ୍ତରେ ଯାଇଛନ୍ତି। ଦିଲ୍ଲୀଠାରେ ଅନୁଷ୍ଠିତ ହେବାକୁ ଥିବା ନିବେଶକ ସମ୍ମିଳନୀରେ…

ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ

ଭୁବନେଶ୍ୱର,୨।୧୦: ଉତ୍ତର ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି । ଏହାର ପ୍ରଭାବରେ ଗୋଟିଏ ଲଘୁଚାପ କ୍ଷେତ୍ର ଆସନ୍ତା ୪ ତାରିଖ ପାଖାପାଖି ଉତ୍ତର…

କାର୍ଯ୍ୟରେ ଅବହେଳା ପାଇଁ ASI ସମେତ ୨ପୁଲିସ ନିଲମ୍ବିତ

ଭୁବନେଶ୍ୱର,୨।୧୦:କାର୍ଯ୍ୟରେ ଅବହେଳା ପାଇଁ ୫ ଜଣ ପୁଲିସ କର୍ମଚାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। କନ୍ଧମାଳ ଜିଲ୍ଲା ଗୋଚ୍ଛାପଡ଼ା ଥାନାର ASI…

ବଦଳିଲା ନବମ ଓ ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କର ୟୁନିଫର୍ମ ରଙ୍ଗ

ଭୁବନେଶ୍ୱର, ୨।୧୦: ସରକାରୀ ମାଧ୍ୟମିକ ବିଦ୍ୟାଳୟର ୟୁନିଫର୍ମ ରଙ୍ଗ ବଦଳିଛି। ସବୁଜ ରଙ୍ଗ ବଦଳରେ ଏଣିକି ବାଦାମୀ ରଙ୍ଗର ୟୁନିଫର୍ମ ପିନ୍ଧିବେ…

ଭିଜିଲାନ୍ସ ଜାଲରେ ଫୁଡ୍ ସେଫ୍ଟି ଅଫିସର

ଭୁବନେଶ୍ୱର,୧ା୧୦: ପାଞ୍ଚ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଜାଲରେ ଫୁଡ୍ ସେଫ୍ଟି ଅଧିକାରୀ । କେନ୍ଦ୍ରାପଡାର ଫୁଡ୍ ସେଫ୍ଟି ଅଫିସର ବିଭାଶ…

ପିଲାଙ୍କୁ ଛତୁଆ ବଦଳରେ ମିଳିବ ମାଣ୍ଡିଆ : ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩୦।୯: ମନ୍ତ୍ରୀଙ୍କୁ ଘାରିଲାଣିି ଛତୁଆ ଚିନ୍ତା । ଆଗକୁ ମାଣ୍ଡିଆ ନେଇପାରେ ଛତୁଆରେ ଜାଗା । ଖରାପ ମାନର ଛତୁଆକୁ ନେଇ…

error: Content is protected !!