ଭୁବନେଶ୍ୱର,୨୨।୭: ଆସନ୍ତା ୨୬ରେ କଟକ ଆସିବେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ହାଇକୋର୍ଟ, ଏସସିବି ମେଡିକାଲ , ଜାତୀୟ ଆଇନ ବିଶ୍ଵବିଦ୍ୟାଳୟ ଓ ଅନ୍ୟାନ୍ୟ କାର୍ଯ୍ୟକ୍ରମରେ ଯୋଗ ଦେବା ସହ କଟକ ଚଣ୍ଡୀ ମନ୍ଦିର ଯାଇ ମା’ଙ୍କୁ ଦର୍ଶନ କରିବାର କାର୍ଯ୍ୟକ୍ରମ ରହିଛି । ଏହା ବ୍ୟତୀତ ନଖରା ସ୍ଥିତ ବ୍ରହ୍ମକୁମାରୀ ଆଶ୍ରମ, ଓଡ଼ିଆ ବଜାର ସ୍ଥିତ ନେତାଜୀ ସଂଗ୍ରହାଳୟ ଯିବାର କାର୍ଯ୍ୟକ୍ରମ ରହିଛି । ରା
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |