ଭୁବନେଶ୍ୱର,୬।୮: ରାଜ୍ୟର ଉତ୍ତର ଓ ଦକ୍ଷିଣ ଓଡ଼ିଶାର କେତେକ ସ୍ଥାନରେ ସାମାନ୍ୟ ରୁ ମଧ୍ୟମ ଧରଣର ବର୍ଷା ଲାଗି ରହିଛି । ସମ୍ବଲପୁର, ପିପିଲି ଓ ଗୁଣପୁରରେରେ ସର୍ବାଧିକ ୫ ସେଣ୍ଟିମିଟର ଲେଖାଏଁ ବର୍ଷା ରେକର୍ଡ କରାଯାଇଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର ଓ ଢେଙ୍କାନାଳ ଆଦି ୯ଟି ଜିଲ୍ଲାର କେତେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷାର ସମ୍ଭାବାନ ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |