ଆଜି ଶପଥ ନେବେ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ ଶୁଭାଶିଷ ତାଳପତ୍ର

କଟକ ,୮ା୮:   ହାଇକୋର୍ଟର ନୂତନ ମୁଖ୍ୟ ବିଚାରପତି ଭାବେ ମଙ୍ଗଳବାର ଶପଥ ନେବେ ଜଷ୍ଟିସ ଶୁଭାଶିଷ ତାଳପତ୍ର । ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ତାଙ୍କୁ ପଦ ଓ ଗୋପନୀୟତାର ଶପଥପାଠ କରାଇବେ । ବର୍ତ୍ତମାନ ଜଷ୍ଟିସ ତାଳପତ୍ର ଓଡ଼ିଶା ହାଇକୋର୍ଟର ବରିଷ୍ଠ ବିଚାରପତି ଭାବେ କାର୍ଯ୍ୟରତ ଅଛନ୍ତି । ଅନ୍ୟପକ୍ଷରେ ହାଇକୋର୍ଟର ମୁଖ୍ୟ ବିଚାରପତି ଥିବା ଜଷ୍ଟିସ ଏସ.ମୁରଲୀଧର ସୋମବାର ଅବସର ଗ୍ରହଣ କରିଛନ୍ତି ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!