ଆଜି ରାଜ୍ୟ କ୍ୟାବିନେଟ୍‍

ଭୁବନେଶ୍ୱର,୧୧ା୮: ଆଜି ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ରାଜ୍ୟ କ୍ୟାବିନେଟ୍‍ରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ   ଅନୁଷ୍ଠିତ ହେବ । କେତୋଟି ବିଭାଗର କ୍ୟାଡର ପୁନର୍ଗଠନ, କୃଷି, ସ୍ୱାସ୍ଥ୍ୟ, ଜଳସମ୍ପଦ ଓ ମହିଳା ବିକାଶ ସହିତ ୧୦ରୁ ଅଧିକ ପ୍ରସ୍ତାବ ଉପରେ କ୍ୟାବିନେଟ୍‍ରେ ଆଲୋଚନା ଏବଂ ପାରିତ ହେବାର ସମ୍ଭାବନା ରହିଛି ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!