ଭୁବନେଶ୍ୱର,୧୩୮: ଓଡ଼ିଶା ଆସିବେ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ। ଆସନ୍ତା ୧୭ତାରିଖରେ ଭୁବନେଶ୍ୱରରେ ହେବାକୁ ଥିବା ଜାତୀୟ ଚାର୍ଟାଡ ଆକାଉଣ୍ଟଟାଣ୍ଟ ସମ୍ମିଳନୀରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଉଦଘାଟନ କରିବା ସହ ଦେଶର ଅର୍ଥନୀତି ସମ୍ପର୍କରେ ସୂଚନା ଦେବେ। ଏହାସହ ସାମ୍ବାଦିକ ସମ୍ମିଳନୀ ବି କରିବେ।୩ ଦିନ ଧରି ହେବାକୁ ଥିବା ଏହି ସମ୍ମିଳନୀରେ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସିଥାରମନଙ୍କ ସହ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଯୋଗ ଦେବେ । ସମ୍ମିଳନୀରେ ୧୪ଶହରୁ ୧୫ ଶହ ଚାଟାର୍ଡ ଆକାଉଣ୍ଟାଣ୍ଟ, ACCOUNTING କମ୍ପାନୀ ସେକ୍ରେଟାରୀ ଏବଂ କର୍ପୋରେଟ ଅଫିସିଆଲ୍ ମାନେ ରହିବେ । ଅଡିଟ, GST , ଡାଇରେକ୍ଟ ଟ୍ୟାକ୍ସ କ୍ଷେତ୍ରରେ କାମ କରୁଥିବା ପେଷାଗତ ମାନଙ୍କ ପାଇଁ ଅତ୍ୟନ୍ତ ଜରୁରୀ । ଆଫ୍ରିକା, କେନିୟା, ଦୁବାଇରୁ ମଧ୍ୟ ଅତିଥି ମାନେ ଯୋଗ ଦେବେ।ତିନି ଦିନ ଧରି ହେବାକୁ ଥିବା ଏହି ସମ୍ମିଳନୀରେ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସିଥାରମନ୍ ଙ୍କ ସହ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଯୋଗ ଦେବେ। ସମ୍ମିଳନୀରେ ୧୪ଶହ ରୁ ୧୫ ଶହ CA, ACCOUNTING କମ୍ପାନୀ ସେକ୍ରେଟାରୀ ଏବଂ କର୍ପୋରେଟ ଅଫିସିଆଲ୍ ମାନେ ରହିବେ। ଆଫ୍ରିକା, କେନିୟା, ଦୁବାଇ ରୁ ମଧ୍ୟ ଅତିଥି ମାନେ ଯୋଗ ଦେବେ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |