ବାରିପଦା ମେଡିକାଲ କଲେଜରେ ଅଗ୍ନିକାଣ୍ଡ

ବାରିପଦା,୧୮।୮: ବାରିଦା ମେଡିକାଲ କଲେଜରେ ଭୟାବହ ଅଗ୍ନିକାଣ୍ଡ । ମେଡିକାଲର ଓଟିରେ ଏହି ଅଗ୍ନିକାଣ୍ଡ ହୋଇଥିବା ଜଣା ପଡିଛି । ବର୍ତ୍ତମାନ ପର୍ଯ୍ୟନ୍ତ ଅଗ୍ନିକାଣ୍ଡର କାରଣ ଜଣାପଡିନାହିଁ । ନିଆଁ ଲାଗିବା ପରେ ଚାରିଆଡେ ଧୂଆଁ ଦେଖିବାକୁ ମିଳିଥିଲା । ନିଆଁ ତୃତୀୟ ମହଲାର ଆଇସିୟୁରେ ମଧ୍ୟ ଲାଗିଛି । ଘଟଣାସ୍ଥଳରେ ଦମକଳ ବାହିନୀ ପହଞ୍ଚି ନିଆଁକୁ ଆୟତ କରିବାକୁ ଚେଷ୍ଟା କରୁଛି । ରୋଗୀଙ୍କୁ ସୁରକ୍ଷିତ ଭାବାରେ ଅନ୍ୟ ୱାର୍ଡକୁ ସ୍ଥାନାନ୍ତର କରାଯାଇଛି |ବାରିପଦା ମେଡିକାଲ କଲେଜରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ପଣ୍ଡିତ ରଘୁନାଥ ମୁର୍ମୁ ମେଡିକାଲ କଲେଜର ତୃତୀୟ ମହଲା ପ୍ରସୂତୀ ବିଭାଗରେ ନିଆଁ ଲାଗିଥିବା ସୂଚନା ମିଳିଛି। ତେବେ ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!