୯ଟି ପ୍ରକଳ୍ପକୁ ସିଙ୍ଗିଲ ୱିଣ୍ଡୋ ମଞ୍ଜୁର

ଭୁବନେଶ୍ବର,,୨୧।୮: ରାଜ୍ୟର ୯ଟି ନୂଆ ଶିଳ୍ପ ପ୍ରକଳ୍ପକୁ ସିଙ୍ଗିଲ ୱିଣ୍ଡୋ ଅନୁମୋଦନ ମିଳିଛି। ୯ଟି ପ୍ରକଳ୍ପରେ ନିବେଶ ହେବ ୮୭୩ କୋଟି ଏବଂ ୨୫୧୬ ଜଣ ନିଯୁକ୍ତି ପାଇବେ ବୋଲି ରାଜ୍ୟ ସରକାରଙ୍କ ପକ୍ଷରୁ ସୂଚନା ଦିଆଯାଇଛି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!