ଶ୍ରୀମନ୍ଦିରରେ ମହାପ୍ରଭୁ ଆସନ୍ତାକାଲି ରାକ୍ଷୀ ପିନ୍ଧିବେ

ପୁରୀ,,୩୦।୮ :    ଶ୍ରୀମନ୍ଦିରରେ ମହାପ୍ରଭୁ ଆସନ୍ତାକାଲି ରାକ୍ଷୀ ପିନ୍ଧିବେ।ତେବେ କେନ୍ଦ୍ରାପଡାରେ ଆଜି ରକ୍ଷାବନ୍ଧନ ଓ ପ୍ରଭୁ ଶ୍ରୀବଳଦେବଜୀଉଙ୍କ ଜନ୍ମ ଉତ୍ସବ ଅବସରରେ ଚଳଚଞ୍ଚଳ ହୋଇ ଉଠିଛି ତୁଳସୀକ୍ଷେତ୍ରା ପ୍ରଭୁ ଶ୍ରୀଜଗନ୍ନାଥ ଓ ଶ୍ରୀ ବଳଦେବଜୀଉଙ୍କ ହାତରେ ରାକ୍ଷୀ ବାନ୍ଧିଛନ୍ତି ଦେବୀ ସୁଭଦ୍ରା। ବଳଦେବଜୀଉଙ୍କ ମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତିରେ ରକ୍ଷାବନ୍ଧନ ପାଳନ ହୋଇଛି। ମନ୍ଦିରରେ ଭିଡକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!