ମଇଁଷି ଚରାଳିଙ୍କୁ ଟାଣିନେଲା କୁମ୍ଭୀର

ରାଜନଗର,୩୧/୮: କେନ୍ଦ୍ରାପଡା ଜିଲ୍ଲା ରାଜନଗର ବ୍ଲକ ରାଜପୁର ଗ୍ରାମର ଭାସ୍କର ରାଉତ (୬୦)ଙ୍କୁ କୁମ୍ଭୀର ଝାମ୍ପି ନେଇ ଥିବା ସୁଚନା ମିଳିଛି। ନଦୀ କୂଳରେ ମଇଁଷି ଚରାଉଥିବ ବେଳେ ଟାଣିନେଇଥୀବା ଜଣାପଡିଛି।  ଖବର ପାଇବା ପରେ ସ୍ଥାନୀୟ ଲୋକଙ୍କ ଦ୍ୱାରା ଖୋଜାଖୋଜି ଜାରି ରଖିଛନ୍ତି। ଗତ ୪ ମାସ ମଧ୍ୟରେ କେନ୍ଦ୍ରାପଡ଼ା ଜିଲାରେ କୁମ୍ଭୀର ଆକ୍ରମଣରେ ୮ ଜଣଙ୍କର ଅକାଳରେ ଜୀବନ ଚାଲିଯାଇଛି । ଏହି କାରଣକୁ ନେଇ ସାଧାରଣରେ ଅସନ୍ତୋଷ ଦେଖାଦେଇଛି । କୁମ୍ଭୀର ମଣିଷ ଲଢ଼େଇ ଜାରି ରହିଛି ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!