ଆସନ୍ତାକାଲି ଅପରାହ୍ନ ୩ଟାରୁ ରାତି ୮ଟା ପର୍ଯ୍ୟନ୍ତ ଜଗା ଦର୍ଶନ ବନ୍ଦ

ପୁରୀ,୩।୯: ଆସନ୍ତାକାଲି ଅପରାହ୍ନ ୩ଟାରୁ ରାତି ୮ଟା ପର୍ଯ୍ୟନ୍ତ ଜଗା ଦର୍ଶନ ବନ୍ଦ |ଆସନ୍ତାକାଲି ଦୀର୍ଘ ୫ଘଣ୍ଟା ଧରି ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ଦର୍ଶନରୁ ବଞ୍ଚିତ ରହିବେ ଭକ୍ତ। ସୋମବାର ଭାଦ୍ରବ-କୃଷ୍ଣ ପଞ୍ଚମୀ ତିଥିରେ ଶ୍ରୀବିଗ୍ରହମାନଙ୍କ ରାହୁରେଖା ଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ପ୍ରଥମ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ଅପରାହ୍ନ ୩ଟାରୁ ରାତି ୮ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!