ଏସିଆ କପ୍ : ଆଫଗାନିସ୍ତାନ ଆଗରେ ୨୯୨ ରନର ଲକ୍ଷ୍ୟ ରଖିଲା ଶ୍ରୀଲଙ୍କା

ଲାହୋର,୫।୯ :  ଏସିଆ କପର ଶେଷ ଗ୍ରୁପ ମ୍ୟାଚ ତଥା ଷଷ୍ଠ ତମ ଏକଦିବସୀୟ ଶ୍ରୀଲଙ୍କା ଏବଂ ଆଫଗାନିସ୍ତାନ ମଧ୍ୟରେ ପାକିସ୍ତାନର ଲାହୋର ସ୍ଥିତ ଗଦାଫି ଷ୍ଟାଡିୟମରେ ଖେଳାଯାଉଛି। ଶ୍ରୀଲଙ୍କାର ଅଧିନାୟକ ଦାସୁନ ଶାନାକା ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ଆଫଗାନିସ୍ତାନର ଅଧିନାୟକ ହାଶମୁତୁଲ୍ଲା ଶାହିଦିଙ୍କ ନେତୃତ୍ୱରେ ଦଳ ବୋଲିଂ ଆରମ୍ଭ କରିଥିଲା। ଶ୍ରୀଲଙ୍କା ଦଳ ୫୦ ଓଭରରେ ୮ ଓ୍ବିକେଟ ହରାଇ ୨୯୧ ରନ କରିଛି। ଫଳରେ ଆଫଗାନିସ୍ତାନ ପାଇଁ ବିଜୟ ଲକ୍ଷ୍ୟ ୨୯୨ ରନ ରହିଛି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!