ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଅବକାରୀ ASIଙ୍କ ଘରେ ଭିଜିଲାନ୍ସ

ନୟାଗଡ ,୭।୯:ଭିଡିଲାନ୍ସ ଜାଲରେ ବାଲୁଗାଁ ଅବକାରୀ ASI ସୁଦୀପ୍ତ ଦାଶ । ଆୟବର୍ହିଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଏକକାଳିନୀ 4ଟି ସ୍ଥାନରେ ଚଡାଉ କରାଯାଉଛି । ନୟାଗଡ ସ୍ଥିତ ପୈତୃକ ଘର ଓ ବାଲୁଗାଁ ଅଫିସରେ ଚଢାଉ କରାଯାଉଛି । ଆୟବର୍ହିଭୁତ ସମ୍ପତି ଠୁଳ ଅଭିଯୋଗରେ ଚଢାଉ କରାଯାଉଛି । ଚଢାଉରେ 4 ଡିଏସପି ଓ 6 ଇନସ୍ପେକ୍ଟର ସାମିଲ ଅଛନ୍ତି ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!