ପାକିସ୍ତାନ ଏବଂ ଶ୍ରୀଲଙ୍କା ମଧ୍ୟରେ ସୁପର ଫୋର୍‌ ମ୍ୟାଚ

କଲମ୍ବୋ,୧୪।୯: ପାକିସ୍ତାନ ଏବଂ ଶ୍ରୀଲଙ୍କା ମଧ୍ୟରେ ସୁପର ଫୋର୍‌ ମ୍ୟାଚ |୨୦୨୩ ଏସିଆ କପ ଗୁରୁବାର ପାକିସ୍ତାନ ଏବଂ ଶ୍ରୀଲଙ୍କା ମଧ୍ୟରେ ସୁପର ଫୋର୍‌ ମ୍ୟାଚ କଲମ୍ବୋର ଆର ପ୍ରେମାଦାସା ଷ୍ଟାଡିୟମରେ ଖେଳାଯାଉଛି। ଏହି ମ୍ୟାଚରେ ପାକିସ୍ତାନୀ ଦଳର ଅଧିନାୟକ ବାବର ଆଜମ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ ନିଷ୍ପତ୍ତି ନେଇଥିବା ବେଳେ ଶ୍ରୀଲଙ୍କା ବୋଲିଂ କରିବାକୁ ପଡିଆକୁ ଓହ୍ଲାଇଛି। ଉଭୟ ଦଳକୁ ପୂର୍ବ ମ୍ୟାଚରେ ପରାଜୟର ସାମ୍ନା କରିବାକୁ ପଡିଥିଲା। ଏହି ମ୍ୟାଚ ପାଇଁ ପ୍ଲେ-୧୧ରେ ପାକିସ୍ତାନ ଏବଂ ଶ୍ରୀଲଙ୍କା ବଡ ପରିବର୍ତ୍ତନ କରିଛନ୍ତି। ବର୍ଷା ହେତୁ ଏହି ମ୍ୟାଚ ୪୫-୪୫ ଓଭରର ଖେଳାଯିବ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!