ଆସନ୍ତା ୨୧ ତାରିଖରେ ଦୁଇ ଜିଲ୍ଲା ପାଇଁ ଛୁଟି ଘୋଷଣା

ଭୁବନେଶ୍ୱର,୧୮।୯:ପଶ୍ଚିମ ଓଡ଼ିଶାର ଗଣପର୍ବ ‘ନୂଆଖାଇ’ ପାଇଁ ଆଉ ୨ ଜିଲ୍ଲାରେ ଆସନ୍ତା ୨୧ ତାରିଖ ଦିନ ସ୍ଥାନୀୟ ଛୁଟି ଘୋଷଣା କରାଯାଇଛି। ସେହି ଦୁଇ ଜିଲ୍ଲା ହେଉଛି- ସମ୍ବଲପୁର ଓ ବରଗଡ଼। ଏହା ସହିତ ସୁନ୍ଦରଗଡ଼ ଉପଖଣ୍ଡକୁ ମଧ୍ୟ ସେହିଦିନ ପାଇଁ ଛୁଟି ଘୋଷଣା କରାଯାଇଛି। ଉତ୍ତରାଞ୍ଚଳ ରାଜସ୍ୱ କମିଶନର ଆଜି ଏହି ଘୋଷଣା କରିଛନ୍ତି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!