ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବାମନ ଜନ୍ମନୀତି

ପୁରୀ,,୨୬ା୯:  ବାମନ ଜନ୍ମନୀତି ପାଇଁ ଆଜି ମଧ୍ୟାହ୍ନଧୂପ ଛେକ ପରେ ପ୍ରାୟ 3 ଘଣ୍ଟା ପୁରୀ ଶ୍ରମନ୍ଦିରରେ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ।  ଜନ୍ମ ନୀତି ସରିବା ପରେ ପୁନର୍ବାର ଦର୍ଶନ ଚାଲୁ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ତରଫରୁ ସୂଚନା ରହିଛି ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!