ବିଧାନସଭା ଆରମ୍ଭରୁ ବିରୋଧୀଙ୍କ ନାରାବାଜି,୪ଟା ପର୍ଯ୍ୟନ୍ତଗୃହ ମୁଲତବି

ଭୁବନେଶ୍ୱର ,୩।୧୦: ବିଧାନସଭା ଆରମ୍ଭରୁ ହିଁ ବିଜେପିଙ୍କ ପ୍ରବଳ ହଟ୍ଟଗୋଳ ଆରମ୍ଭ ହୋଇଛି । ପୋଡିୟମ ପାଖରେ ବିଜେପି ସଦସ୍ୟ ନାରାବାଜି ଲଗାଇଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ବିବୃତିରୁ ଜନବିରୋଧୀ ଶବ୍ଦକୁ ବାଦ ଦେବା ପାଇଁ ଦାବି କରାଯାଇଛି । ଏହା ବ୍ୟତୀତ ବିଜେପି ଦଳ ୨ ବିଧାୟକଙ୍କ ନିଲମ୍ବନ ପ୍ରତ୍ୟାହାରର ଦାବି କରିଛନ୍ତି । ବିରୋଧୀ ଦଳ ବାଚସ୍ପତିିଙ୍କ ପକ୍ଷପାତିତାକୁ ନେଇ ଅଭିଯୋଗ କାରି ହଟ୍ଟଗୋଳ କରିଛନ୍ତି । ଏଭଳି ହଟ୍ଟଗୋଠ ଯୋଗୁଁ ଗୃହକୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ମୁଲତବି କରାଯାଇଛି ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!