ବଢିଲା ଶ୍ରମିକଙ୍କ ଦୈନିକ ମଜୁରୀ : ରାଜ୍ୟ ସରକାର

ଭୁବନେଶ୍ୱର,୪।୧୦ : ବଢିଲା ଶ୍ରମିକଙ୍କ ଦୈନିକ ମଜୁରୀ  । ରାଜ୍ୟ ସରକାର ଶ୍ରମିକଙ୍କ ଦୈନିକ ମଜୁରୀ ବଢାଇଛନ୍ତି । ତେବେ ଅଣକୁଶଳିଙ୍କ ୩୪୫ ଟଙ୍କାରୁ ବଢି ୩୫୨ ଟଙ୍କା ହୋଇଥିବା ବେଳେ ଅର୍ଦ୍ଧକୁଶଳିଙ୍କ ୩୮୫ ଟଙ୍କାରୁ ବୃଦ୍ଧି ପାଇ ୩୯୨ ଟଙ୍କା ହୋଇଯାଇଛି । ଅନ୍ୟପଟେ କୁଶଳିଙ୍କ ୪୩୫ ଟଙ୍କା ବେଳେ ତାହାକୁ ବୃଦ୍ଧି କରି ୪୪୨ ଟଙ୍କା କରିଛନ୍ତି । ଏହାସହିତ ଅତିକୁଶଳିଙ୍କ ୪୯୫ ଟଙ୍କାରୁ ବୃଦ୍ଧି ହୋଇ ୫୦୨ ଟଙ୍କା ହୋଇଛି ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!