‘ଯବାନ୍‌’ର ସଫଳତା ପରେ ହତ୍ୟା ଧମକ,‘ୱାଇପ୍ଲସ୍‌’ ସୁରକ୍ଷା ବ୍ୟବସ୍ଥା

ମୁମ୍ବାଇ,୯।୧୦: ବଲିଉଡ୍‌ ଚଳଚ୍ଚିତ୍ର ଅଭିନେତା ଶାହାରୁଖ୍‌ ଖାନ୍‌ଙ୍କ ସୁରକ୍ଷା ବ୍ୟବସ୍ଥା ‘ୱାଇପ୍ଲସ୍‌’ ବର୍ଗକୁ ବୃଦ୍ଧି କରିବା ପାଇଁ ଆଜି ମହାରାଷ୍ଟ୍ର ସରକାର ଆଦେଶ ଦେଇଛନ୍ତି।ବଲିଉଡ୍‌ ଚଳଚ୍ଚିତ୍ର ଅଭିନେତା ଶାହାରୁଖ୍‌ ଖାନ୍‌ଙ୍କ ସୁରକ୍ଷା ବ୍ୟବସ୍ଥା ‘ୱାଇପ୍ଲସ୍‌’ ବର୍ଗକୁ ବୃଦ୍ଧି କରିବା ପାଇଁ ଆଜି ମହାରାଷ୍ଟ୍ର ସରକାର ଆଦେଶ ଦେଇଛନ୍ତି। ଚଳଚ୍ଚିତ୍ର ‘ଯବାନ୍‌’ର ସଫଳତା ଯୋଗୁଁ ହତ୍ୟା ଧମକ ଆସିଛି ବୋଲି ଲିଖିତ ଅଭିଯୋଗ ହେବା ପରେ ରାଜ୍ୟ ସରକାର ଏଭଳି ପଦକ୍ଷେପ ଗ୍ରହଣ କରିଛନ୍ତି। ଏହି ସୁରକ୍ଷା ସେବା ପାଇଁ ଘରୋଇ ଭାବେ ପାଣ୍ଠି ଯୋଗାଣର ବ୍ୟବସ୍ଥା ଥିବାରୁ ନିଜେ ଶାହାରୁଖ ସମସ୍ତ ଖର୍ଚ୍ଚ ବହନ କରିବେ। ଏଥି ନିମନ୍ତେ ଯାହା କିଛି ଅର୍ଥ ଖର୍ଚ୍ଚ ହେବ, ଶାହାରୁଖ ଖାନ୍‌ ରାଜ୍ୟ ସରକାରଙ୍କୁ ସେ ବାବଦ ଅର୍ଥ ପୈଠ କରିବେ।ଚଳଚ୍ଚିତ୍ର ‘ଯବାନ୍‌’ର ସଫଳତା ଯୋଗୁଁ ହତ୍ୟା ଧମକ ଆସିଛି ବୋଲି ଲିଖିତ ଅଭିଯୋଗ ହେବା ପରେ ରାଜ୍ୟ ସରକାର ଏଭଳି ପଦକ୍ଷେପ ଗ୍ରହଣ କରିଛନ୍ତି।ରାଜ୍ୟ ସରକାରଙ୍କ ନିର୍ଦେଶକ୍ରମେ ‘ଭିଆଇପି ସିକ୍ୟୁରିଟି’ର ‘ଆଇଜି’ ଶାହାରୁଖ ଖାନ୍‌ଙ୍କ ସୁରକ୍ଷା ଉନ୍ନୀତ କରିଛନ୍ତି। ଏହି ସୁରକ୍ଷା ସେବା ପାଇଁ ଘରୋଇ ଭାବେ ପାଣ୍ଠି ଯୋଗାଣର ବ୍ୟବସ୍ଥା ଥିବାରୁ ନିଜେ ଶାହାରୁଖ ସମସ୍ତ ଖର୍ଚ୍ଚ ବହନ କରିବେ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!