ଶ୍ରମିକ ନେତା ଘନଶ୍ୟାମ ଜେନାଙ୍କ ପରଲୋକ

ଭୁବନେଶ୍ୱର ,୧୦।୧୦: ବିଶିଷ୍ଟ ଶ୍ରମିକ ନେତା ଘନଶ୍ୟାମ ଜେନାଙ୍କ ପରଲୋକ ଘଟିଛି । ମୃତ୍ୟୁ ବେଳକୁ ତାଙ୍କୁ ୯୩ ବର୍ଷ ବୟସ ହୋଇଥିଲା । ଏକ ଘରୋଇ ହସ୍ପିଟାଲରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି । ଗତ ୮ ତାରିଖ ଦିନ ତାଙ୍କର ପତ୍ନୀଙ୍କର ହୃଦଘାତରେ ପରଲୋକ ଘଟିଥିଲା । ଘନଶ୍ୟାମ ରାଜ୍ୟର ଜଣେ ବିଶିଷ୍ଟ ଶ୍ରମିକ ନେତା ହୋଇଥିବାରୁ ତାଙ୍କର ମୃତ୍ୟୁରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତିମାନେ ଶୋକ ପ୍ରକାଶ କରିଛନ୍ତି|

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!