ଭାରତ-ପାକିସ୍ତାନ ମ୍ୟାଚ୍‌ ପୂର୍ବରୁ ଗିରଫ ହେଲେ ୨ ଆତଙ୍କବାଦୀ

ନୂଆଦିଲ୍ଲୀ,୧୪।୧୦: ଭାରତ-ପାକିସ୍ତାନ ମ୍ୟାଚ୍‌ ପୂର୍ବରୁ ପଞ୍ଜାବ ପୋଲିସ ଲଶ୍କର-ଏ-ତାଇବାର ୨ ଆତଙ୍କବାଦୀଙ୍କୁ ଗିରଫ କରିଛି। ସେମାନେ ଦେଶରେ ବିସ୍ଫୋରଣର ଷଡ଼ଯନ୍ତ୍ର କରିଥିବା ବେଳେ ଅମୃତସରରୁ ସେମାନଙ୍କୁ ଗିରଫ କରାଯାଇଛି। ପୋଲିସ କେନ୍ଦ୍ରୀୟ ଏଜେନ୍ସି ସହଯୋଗରେ ଏକ ଅପରେଶନ କରି ସଫଳତା ହାସଲ କରିଛି। ସେମାନଙ୍କ ନିକଟରୁ ବହୁ ସଂଖ୍ୟକ ଅସ୍ତ୍ରଶସ୍ତ୍ର ଉଦ୍ଧାର କରାଯାଇଛି। ଏନେଇ ପଞ୍ଜାବର ଡିଜିପି ଗୌରବ ଯାଦବ ଟୁଇଟ କରି ସୂଚନା ଦେଇଛନ୍ତି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!