ଭୁବନେଶ୍ୱର ,,୧୬।୧୦: ରାଜ୍ୟର ପ୍ରଥମ ଓଡ଼ିଆ ମହିଳା ସିନେ ଗୀତିକାର ବିନୋଦିନୀ ଦେବୀ ଆଉ ନାହାନ୍ତି । ଓଡ଼ିଆ ସିନେମା ଜଗତରେ ଅନେକ ମନଛୁଆଁ ସଙ୍ଗୀତ ସୃଷ୍ଟି କ୍ଷେତ୍ରରେ ନିଜକୁ ଉତ୍ସର୍ଗ କରିଦେଇଥିବା ବିନୋଦିନୀ କଟକ ଆକାଶବାଣୀର ଜଣେ ସ୍ୱୀକୃତିପ୍ରାପ୍ତ ଗୀତିକାର ଥିଲେ । ମୃତ୍ୟୁ ବେଳକୁ ବିନୋଦିନୀଙ୍କୁ ୮୬ ବର୍ଷ ବୟସ ହୋଇଥିଲା ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |