OAS ସ୍ତରରେ ଧରଣର ଅଦଳ ବଦଳ

ଭୁବନେଶ୍ୱର,୨୩।୧୦: OAS ସ୍ତରରେ ଧରଣର ଅଦଳ ବଦଳ କରାଯାଇଛି । ସାଧାରଣ ନିର୍ବାଚନ ପାଇଁ ପ୍ରଶାସନିକ ସ୍ତରରେ ପ୍ରସ୍ତୁତି ଆରମ୍ଭ ହୋଇଥିବା ବେଳେ ଓଏଏସ ସ୍ତରରେ ଏହି ବଡ଼ ଅଦଳ ବଦଳ ହୋଇଥିବା ଜଣାପଡ଼ିଛି । କେନ୍ଦ୍ର ନିର୍ବାଚନ କମିସନଙ୍କ ନିର୍ଦ୍ଦେଶ କ୍ରମେ ଗତ ମେ’ ମାସରେ ସରକାରୀ ଅଧିକାରୀଙ୍କ ବଦଳି ଓ ନିଯୁକ୍ତି ପାଇଁ ପ୍ରକ୍ରିୟା ଆରମ୍ଭକୁ ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଥିଲେ । ଯେଉଁକର୍ମଚାରୀମାନେ ଗୋଟିଏ ସ୍ଥାନରେ ୩ ବର୍ଷ ପୂରଣ କରିଛନ୍ତି ଓ ଯେଉଁମାନେ ନିଜ ଘରୋଇ ଜିଲ୍ଲାରେ କାର୍ୟ୍ୟ କରୁଛନ୍ତି ସେମାନଙ୍କୁ ବଦଳି କରାଯିବା ବିଧି ରହିଥିବାରୁ ଏହି କାର୍ୟ୍ୟ ଜୋରଦାର ହୋଇଛି ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!