ଭୁବନେଶ୍ୱରରେ ରୋଜଗାର ମେଳା

ଭୁବନେଶ୍ୱର,୨୯।୧୦ : ଭୁବନେଶ୍ୱରରେ ରୋଜଗାର ମେଳା|ପ୍ରଧାନମନ୍ତ୍ରୀ ମୋଦିଙ୍କ ପାଇଁ ଆଜି ଦେଶରେ ବେରୋଜଗାରୀ ହ୍ରାସ ପାଇବାରେ ଲାଗିଛି । ଏହା ସହିତ କର୍ମ ନିଯୁକ୍ତିରେ ମହିଳା ମାନେ ଆଗରେ ଅଛନ୍ତି । ଶନିବାର ଦିନ ଭୁବନେଶ୍ୱରରେ “ରାଷ୍ଟ୍ରିୟ ରୋଜଗାର ମେଳା’ର ୧୦ମ ପର୍ଯ୍ୟାୟ ଶୁଭାରମ୍ଭ ହୋଇଥିଲା । ଏହା ଛଡା କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ୧୭୬ ଜଣଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିଛନ୍ତ । ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି ଯେ ୨୦୧୭-୧୮ରେ ଦେଶରେ ୬% ବେରୋଜଗାରୀ ତୁଳନାରେ ୨୦୨୨-୨୩ରେ ଏହା ହ୍ରାସ ପାଇ ୩.୨%ରେ ପହଞ୍ଚିଛି । ୨୦୧୭-୧୮ରେ କର୍ମକ୍ଷେତ୍ରରେ ମହିଳା ଭାଗିଦାରୀ ୨୩% ଥିବାବେଳେ ୨୦୨୨-୨୩ ବର୍ଷରେ ୩୭ %କୁ ବଢିଛି ।

 

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!