ନୂଆଦିଲ୍ଲୀ,୨ା୧୧: ଚଳିତ ବିଶ୍ୱକପରେ ଭାରତ ୭ଟି ମ୍ୟାଚରୁ ୭ଟିରେ ବିଜୟ ହାସଲ କରି ସେମିଫାଇନାଲରେ ପ୍ରବେଶ କରିଛି । ଆଜି ଟିମ୍ ଇଣ୍ଡିଆ ଶ୍ରୀଲଙ୍କାକୁ ୩୦୦ ରନର ଏକ ବୃହତ ବ୍ୟବଧାନରେ ପରାସ୍ତ କରି ଇତିହାସ ରଚିଛି । ଭାରତ ପ୍ରଥମେ ବ୍ୟାଟିଂ କରି ନିର୍ଦ୍ଧାରିତ ୫୦ ଓଭରରେ ୮ ୱିକେଟ ହରାଇ ୩୫୭ ରନ୍ ସଂଗ୍ରହ କରିଥିବା ବେଳେ ଶ୍ରୀଲଙ୍କା ମାତ୍ର ୫୧ ରନ୍ରେ ଅଲଆଉଟ୍ ହୋଇଯାଇଥିଲା ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |