ନୂଆଦିଲ୍ଲୀ,୯।୧୧: ଚଳିତ ଆଇସିସି ଦିନିକିଆ କ୍ରିକେଟ ବିଶ୍ବକପର ଗୁରୁବାର ବାଙ୍ଗାଲୋରର ଏମ୍ ଚିନ୍ନାସ୍ବାମୀ ଷ୍ଟାଡ଼ିୟମରେ ୪୧ତମ ଲିଗ୍ ମ୍ୟାଚ ନ୍ୟୁଜିଲାଣ୍ଡ ଓ ଶ୍ରୀଲଙ୍କା ମଧ୍ୟରେ ଖେଳାଯିବ। ଦୁଇ ଦଳ ଶେଷ ଲିଗ୍ ମ୍ୟାଚ ଖେଳିବେ। ମ୍ୟାଚ ନ୍ୟୁଜିଲାଣ୍ଡ ପାଇଁ ଗୁରୁତ୍ବପୂର୍ଣ୍ଣ ହୋଇଥିବା ବେଳେ ଶ୍ରୀଲଙ୍କା ୨୦୨୫ ଚମ୍ପିଆନ୍ସ ଟ୍ରଫି ସିଧାସଳଖ ଯୋଗ୍ୟତା ନେଇ ଖେଳିବ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |