ସୁଜାତା ରାଉତ କାର୍ତ୍ତିକେୟନଙ୍କୁ ଅତିରିକ୍ତ ଦାୟିତ୍ୱ

ଭୁବନେଶ୍ୱର, ୨୨।୧୧ : IAS ସୁଜାତା ରାଉତ କାର୍ତ୍ତିକେୟନଙ୍କୁ ଅତିରିକ୍ତ ଦାୟିତ୍ୱ ପ୍ରଦାନ କଲେ ରାଜ୍ୟ ସରକାର । ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ସଚିବ ଭାବେ ସୁଜାତା ରାଉତ କାର୍ତ୍ତିକେୟନଙ୍କୁ ଅତିରିକ୍ତ ଦାୟିତ୍ୱ ମିଳିଲା ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!