ରେଭେନ୍ସା ବିଶ୍ବବିଦ୍ୟାଳୟକୁ ମିଳିଲା A++ ମାନ୍ୟତା

କଟକ ,,୨୫।୧୧:ରାଜ୍ୟର ପ୍ରଥମ ଶିକ୍ଷାନୁଷ୍ଠାନ ଭାବେ କଟକ ରେଭେନ୍ସା ବିଶ୍ୱବିଦ୍ୟାଳୟକୁ A++ ମାନ୍ୟତା ମିଳିଛି । NAAC(National Assessment and Accreditation Council) ରାଙ୍କ୍‌ରେ ରେଭେନ୍ସା ବିଶ୍ୱବିଦ୍ୟାଳୟକୁ ଏହି ମାନ୍ୟତା ମିଳିଛି ।  ରେଭେନ୍ସା ବିଶ୍ବବିଦ୍ୟାଳୟକୁ ମିଳିଛି A++ ମାନ୍ୟତା। ରାଜ୍ୟର ପ୍ରଥମ ସରକାରୀ ବିଶ୍ବବିଦ୍ୟାଳୟ ଭାବେ କଟକର ରେଭେନ୍ସା ବିଶ୍ୱବିଦ୍ୟାଳୟକୁ ନାକ୍‌(ନେସନାଲ ଆସେସ୍‌ମେଣ୍ଟ ଆଣ୍ଡ୍‌ ଆକ୍ରେଡିଟେସନ୍‌ କାଉନ୍‌ସିଲ୍‌) ପକ୍ଷରୁ A++ ମାନ୍ୟତା ମିଳିଛି। କିଛି ଦିନ ତଳେ ନାକ୍‌ର ୫ ଜଣିଆ ଟିମ୍ ବିଶ୍ୱବିଦ୍ୟାଳୟ ପରିଦର୍ଶନ କରିଥିଲେ। ଗତ ୨୦ରୁ ୨୨ ତାରିଖ ପର୍ଯ୍ୟନ୍ତ ବିଶ୍ୱବିଦ୍ୟାଳୟର ଭିତ୍ତିଭୂମି ସହ ଶିକ୍ଷା, ସ୍ବାସ୍ଥ୍ୟ, ଖାଦ୍ୟ, ପରିମଳ ଓ ବିଭିନ୍ନ ବିଭାଗ ବୁଲି ସ୍ଥିତି ଅନୁଧ୍ୟାନ କରିଥିଲା ଟିମ୍।କିଛି ଦିନ ପୂର୍ବେ ବିଶ୍ୱବିଦ୍ୟାଳୟ ପରିଦର୍ଶନ କରିଥିଲା ନାକ୍ । ନାକ୍‌ର ଏକ କମିଟି ଗତ ୨୦ ତାରିଖରୁ ୨୨ ତାରିଖ ପର୍ଯ୍ୟନ୍ତ ରେଭେନ୍ସା ବିଶ୍ୱବିଦ୍ୟାଳୟରେ ଅନୁଧ୍ୟାନ କରିଥିଲେ ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!