ଥିରୁଅନନ୍ତପୁରମ ,୨୬।୧୧: ଦ୍ୱିତୀୟ ଟି -୨୦ରେ ଅଷ୍ଟ୍ରେଲିଆ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛି। ଫୂରେ ଟିମ ଇଣ୍ଡିଆ ପ୍ରଥମେ ବ୍ୟାଟିଂ କରିବ। ଭାରତୀୟ ଦଳରେ କୌଣସି ପରିବର୍ତ୍ତନ ହୋଇନାହିଁ। ମ୍ୟାକ୍ସୱେଲ ଏବଂ ଜାମ୍ପା ଅଷ୍ଟ୍ରେଲିଆ ଦଳରେ ସାମିଲ ହୋଇଛନ୍ତି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |